The Ultimate Managed Hosting Platform
ADVERTISEMENT

ଓଲଟିଲା ପିକନିକ ବସ, ୨ ଜଣ ଆହତ

Facebook
Twitter
LinkedIn

ଆଠଗଡ : ରାସ୍ତା କଡକୁ ଓଲଟିଲା ପିକନିକ ବସ । ଦୁର୍ଘଟଣାରେ ୨ ଜଣ ଆହତ ହୋଇଛନ୍ତି । କଟକ-ସମ୍ବଲପୁର ରାସ୍ତା ଦ୍ୱାରବତୀପୁର ଗାଁ ନିକଟରେ ଦୁର୍ଘଟଣା ଘଟିଛି । ଘଟଗାଁ ମା ତାରିଣୀ ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ତେବେ ୨ ଆହତଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ବସଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଲେଉଟି ପଡିଥିବା ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login