କେନ୍ଦ୍ରାପଡା : ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ । ତାଳରୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଦୁର୍ଘଟଣା । ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ । ଜଣେ ଛାତ୍ରୀ ଗୁରୁତର ଥିବା ବେଳେ ଆଉ କିଛି ଛାତ୍ର ସାମାନ୍ୟ ଆହତ ହୋଇଛନ୍ତି । ୧୧ ଜଣ ପରୀକ୍ଷାର୍ଥୀଙ୍କୁ ନେଇ ବାଘମାରୀ ନାଗାନାରାୟଣ ସ୍କୁଲ ଆସୁଥିଲା । ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ।ା
Views: 20