The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଓଲଟିଲା ଯାତ୍ରୀବାହି ବସ

Facebook
Twitter
LinkedIn

ସୁନ୍ଦରଗଡ : ସୁନ୍ଦରଗଡ଼ ଜିଲ୍ଲାରେ ଘଟିଲା ଅଘଟଣ । ଏକ ବସ୍ ଓଲଟି ପଡ଼ିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଥାନା ସୀମା ଅନ୍ତର୍ଗତ ଡୁଲିଙ୍ଗା କୋଇଲା ଖଣିକୁ ବସ୍ ଟି ଶ୍ରମିକମାନଙ୍କୁ ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଆଜି ସକାଳେ ବସ୍ ଟି ଶ୍ରମିକମାନଙ୍କୁ ନେଇ ଡୁଲିଙ୍ଗା କୋଇଲା ଖଣିକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହା ପରେ ଆହତ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇ ଝାରସୁଗୁଡ଼ା ଡାକ୍ତରଖାନାକୁ ପଠାଯାଇଥିଲା । ମୃତ ବ୍ୟକ୍ତିଙ୍କ ପରିଚୟ ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login