The Ultimate Managed Hosting Platform
ADVERTISEMENT

କଂଗ୍ରେସ କର୍ମୀଙ୍କ ହଲ୍ଲାବୋଲ୍

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱର ଏଜି ଛଳରେ କଂଗ୍ରେସ ନେତା ଓ କର୍ମୀଙ୍କ ହଲ୍ଲାବୋଲ୍ । କଂଗ୍ରେସର ଏସଟି, ଏସସି, ଓବିସି , ସଂଖ୍ୟାଲଘୁ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ । ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ କୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ । ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା । ପିସିସି ସଭାପତିଙ୍କ ନେତୃତ୍ୱରେ ପଦଯାତ୍ରା ବେଳେ ରୋକିଲା ପୋଲିସ । କିଛି ସମୟ ପାଇଁ ଧସ୍ତାଧସ୍ତି ପରେ ଉଠାଇ ନେଲା ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login