The Ultimate Managed Hosting Platform
ADVERTISEMENT

କଂଗ୍ରେସ ଛାଡିଲେ ଦୁଲାଲ ପ୍ରଧାନ

Facebook
Twitter
LinkedIn

ଭୁବନେଶ୍ୱର : କଂଗ୍ରେସ ଛାଡିଲେ ଦୁଲାଲ ପ୍ରଧାନ । ଦୁଲାଲଙ୍କଠାରୁ କଂଗ୍ରେସ ଟିକେଟ୍ ଫେରାଇ ନେବା ପରେ ସେ ଦଳରୁ ଇସ୍ତଫା ଦେଇଛନ୍ତି । ସମ୍ବଲପୁର ଲୋକସଭା ପାଇଁ ପ୍ରଥମେ ଦୁଲାଲ ପ୍ରଧାନଙ୍କୁ ଟିକେଟ୍ ଦେଇଥିଲା କଂଗ୍ରେସ । ହେଲେ ଗତକାଲି କଂଗ୍ରେସ ଜାରି କରିଥିବା ଟିକେଟ୍ ତାଲିକାରେ ଦୁଲାଲଙ୍କ ବଦଳରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି । ନଗେନ୍ଦ୍ର ପ୍ରଧାନ ସମ୍ବଲପୁର କଂଗ୍ରେସ ଲୋକସଭା ପ୍ରାର୍ଥୀ ହେବା ପରେ ଅସନ୍ତୁଷ୍ଟ ହୋଇ ଦଳ ଛାଡିଛନ୍ତି ଦୁଲାଲ ପ୍ରଧାନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login