କଟକ : କଟକରେ ତିନି ଜଣ ପାକିସ୍ତାନ ନାଗରିକ ଅଛନ୍ତି । ବିଭିନ୍ନ ଭିସା ବଳରେ ସେମାନେ ଭାରତ ଆସିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ। ଚିହ୍ନଟ କରି ଗୃହ ବିଭାଗକୁ ତଥ୍ୟ ଦେବ ପୋଲିସ । ଗୃହ ବିଭାଗର ପରବର୍ତ୍ତୀ ନିର୍ଦ୍ଦେଶ ପରେ ପଦକ୍ଷେପ ଗ୍ରହଣ କରିବ ପୋଲିସ । ସେହିପରି ଭୁବନେଶ୍ବରରେ ମଧ୍ୟ ଜଣେ ପାକିସ୍ତାନୀ ମହିଳା ରହୁଥିବାର ସୂଚନା ମିଳିଛି । ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ଭୁବନେଶ୍ଵରରେ ରହୁଛନ୍ତି ପାକିସ୍ତାନୀ ମହିଳା । ତେବେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କ ଭିସା ଅବଧି ୨୦୨୪ରେ ଶେଷ ହୋଇଯାଇଛି । ଯେଉଁଥିପାଇଁ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ଲାଗି exit permit ପାଇଁ କମିଶନରେଟ ପୋଲିସ ନିକଟରେ ଆବେଦନ କରିଥିଲେ । କିନ୍ତୁ ତାଙ୍କ ଆବେଦନ ପଡ଼ି ରହିଥିଲା । ଏବେ ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ୟ ଭୁବନେଶ୍ବର ଛାଡି ଯିବା ପାଇଁ ପୋଲିସ ନୋଟିସ କରିଛି ।
କଟକରେ ତିନି ପାକିସ୍ତାନୀ ନାଗରିକ, କମିଶନରେଟ ପୁଲିସ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା

Facebook
Twitter
LinkedIn
Facebook
Twitter
LinkedIn
Recent News
ଭାରତ ଆସିବେ ରୁଷ ରାଷ୍ଟ୍ରପତି
ନୂଆଦିଲ୍ଲୀ : ଭାରତ ଆସିବେ ରୁଷ୍ ରାଷ୍ଟ୍ରପତି । ଆମେରିକା ସହ ଭାରତର ସମ୍ପର୍କ ଦିନକୁ ଦିନ ଖରାପ ହେଉଥିବା ବେଳେ ଏବେ ରୁଷ୍ ଓ ଭାରତ...
୩ ଦୁଷ୍କର୍ମୀଙ୍କୁ ଆଜୀବନ
ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...
ସାରା ଦେଶରେ ଭୋଟ ଚୋରି : ରାହୁଲ
ନୂଆଦିଲ୍ଲୀ : ପୁଣି ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ ଗାନ୍ଧୀ । ସାରା ଦେଶରେ ଭୋଟ ଚୋରି ହେଉଥିବା କହି ବର୍ଷିଲେ । ଭୋଟର ଲିଷ୍ଟରେ...
ବାପ-ଝିଅ ଉପରେ ମାଡିଗଲା ହାଇୱା
ପାରାଦୀପ : ବାଇକ ଉପରେ ମାଡିଗଲା ହାଇୱା । ବାପ ,ଝିଅଙ୍କର ଚାଲିଗଲା ଜୀବନ । କଟକ-ପାରାଦୀପ ରାସ୍ତା କୋଠିଆସାହି ଛକରେ ଦୁର୍ଘଟଣା । ଦୁର୍ଘଟଣା ପରେ...