The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କଟକରେ ପୋଲ ଭୁଶୁଡ଼ି ନାବାଳିକା ଗୁରୁତର

Facebook
Twitter
LinkedIn

କଟକ: କଟକ କେଶରପୁର ନିକଟରେ ପୋଲ ଭୁଶୁଡ଼ି ମଙ୍ଗଳବାର ଅପରାହ୍ଣରେ ଜଣେ ନାବାଳିକା ଗୁରୁତର ହୋଇଛି । ବକ୍ସ ଡ୍ରେନ୍ ଉପରେ ଯାଇଥିବା ପୁରୁଣା ଲୁହା ପୋଲ ଭୁଶୁଡ଼ି ପଡ଼ିବାରୁ ଏହି ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ସେ ଚାଲୁଥିବା ବେଳେ ପୋଲ ଓ କଡ଼ରେ ଥିବା ଲୁହା ପାଇପ୍ରେ ନାବାଳିକା ଚାପି ହୋଇଯାଇଛନ୍ତି। ନାବାଳିକା ଜଣକ ଉକ୍ତ କେଶରପୁର ଅଞ୍ଚଳର ବାସିନ୍ଦା ବୋଲି ଜଣାପଡ଼ିଛି। ୪୫ମିନିଟ ପରେ କ୍ରେନ ସାହାଯ୍ୟରେ ପାଇପ ତାଡ଼ିବ ପରେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରଶାସନ ଅବହେଳା ଯୋଗୁଁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login