The Ultimate Managed Hosting Platform
ADVERTISEMENT

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Facebook
Twitter
LinkedIn

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ଅସ୍ପଷ୍ଟ ରହିଛି । ପୋଲିସ ପହଁଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login