The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କନିକା କପୁର ପୁଣି ବିବାହ କରିବେ

Facebook
Twitter
LinkedIn

ପୁଣି ହାତକୁ ଦି ହାତ ହେବେ ବଲିଉଡର ପ୍ରସିଦ୍ଧ ଗାୟିକା କନିକା କପୁର। ତିନୋଟି ଛୁଆର ମା’ କନିକା ପୁଣି ଆରମ୍ଭ କରିବେ ନିଜ ବୈବାହିକ ଜୀବନ। ବାଜିବ ଶାହାନାଇ ସେ ସାଜିବେ ବଧୂ। ‘ବେବି ଡଲ୍‌’ ଫେମ୍‌ କନିକା କପୁରଙ୍କ ଦ୍ୱିତୀୟ ବିବାହକୁ ନେଇ ଏବେ ଚାଲିଛି ବି-ଟାଉନ୍‌ରେ ଚଜୋରସୋରରେ ଚର୍ଚ୍ଚା। କନିକା ତାଙ୍କ ଲଙ୍ଗ ଟାଇମ୍‌ ବୟଫ୍ରେଣ୍ଡ ତଥା ଏନ୍‌ଆର୍‌ଆଇ ବିଜନେସ୍‌ମ୍ୟାନ୍‌ ଗୌତମଙ୍କୁ ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ମେ’ ୨୦ ତାରିଖରେ ଏ ଦୁହେଁ ହାତକୁ ଦି ହାତ ହେବେ ବୋଲି ଶୁଣିବାକୁ ମିଳିଛି। ତେବେ ବର୍ତ୍ତମାନ ଯାଏଁ ବିବାହ ଖବରକୁ ନେଇ କନିକା କିନ୍ତୁ କିଛି ମୁହଁ ଖୋଲି ନାହାନ୍ତି। ତାଙ୍କ ତରଫରୁ କୌଣସି ଅଫିସିଆଲ ଆନାଉନ୍ସମେଣ୍ଟ ହୋଇନାହିଁ।

ସେପଟେ ନିକଟରେ କନିକା ନିଜ ବିବାହକୁ ନେଇ ଜୋର ପ୍ରସ୍ତୁତି ଚଳାଇଥିବା ନେଇ ଖବର ସାମ୍ନାକୁ ଆସିଛି। ସେ ବିବାହର ସପିଂ କରୁଥିବା ମଧ୍ୟ ଦେଖିବାକୁ ମିଳିଛି। ମିଡିଆ ରିପୋର୍ଟ ଅନୁଯାୟୀ କପିକା ଏବଂ ଗୌତମ ୬ ମାସ ପୂର୍ବରୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ କୌଣସି କାରଣ ବଶତଃ ଉଭୟଙ୍କ ବିବାହ ଘୁଞ୍ଚି ଯାଇଥିଲା। 

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login