The Ultimate Managed Hosting Platform
ADVERTISEMENT

କମୁଛି ହୀରାକୁଦ ଜଳସ୍ତର

Facebook
Twitter
LinkedIn

ସମ୍ବଲପୁର : କମୁଛି ହୀରାକୁଦ ଡ୍ୟାମର ଜଳସ୍ତର । ଏବେ ଅଛି ୬୨୬.୪୧ ଫୁଟ । ଡ୍ୟାମର ୨୪ଟି ଗେଟ ଦେଇ ଜଳ ନିଷ୍କାସନ ଜାରି । ପ୍ରବେଶ କରୁଛି ୩ ଲକ୍ଷ ୮୬ ହଜାର ୨୮ କ୍ୟୁସେକ ଜଳ । ନିଶ୍କାସନ ହେଉଛି ୪ ଲକ୍ଷ ୨୪ ହଜାର ୧୪୭ କ୍ୟୁସେକ ଜଳ । ସେହିପରି ମହାନଦୀ ତଳମୁଣ୍ଡ ବେଲଗାଁରେ ୧୪ ହଜାର କ୍ୟୁସେକ୍, ପର୍ଥଲାରେ ୩୭ ହଜାର କ୍ୟୁସେକ୍, ଖଇରମାଳରେ ୪ ଲକ୍ଷ ୧୮ ହଜାର କ୍ୟୁସେକ୍, ବରମୂଳରେ ୩ ଲକ୍ଷ ୧୧ ହଜାର କ୍ୟୁସେକ୍ ଓ ମୁଣ୍ଡଳିରେ ୧ ଲକ୍ଷ ୯୬ ହଜାର ୦୨୬ କ୍ୟୁସେକ୍ ଜଳ ପ୍ରବାହିତ ହେଉଥିଲା । ଅନ୍ୟପକ୍ଷରେ ୨୪ଟି ଗେଟ୍ ଖୋଲାଯିବାରୁ ସମ୍ବଲପୁର ସହର ଉପକଣ୍ଠ ମାଳତି ନଦୀରେ ମହାନଦୀର ପଛୁଆପାଣି ପଶି ମାଳତି ଗୁଣ୍ଡେରପୁର ପୋଲ ଉପରେ ୨ ଫୁଟ ପାଣି ପ୍ରବାହିତ ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login