The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ବ୍ରିଟେନରୁ ଆସିଲା ଶୋକବାର୍ତ୍ତା

Facebook
Twitter
LinkedIn

ନୂଆଦିଲ୍ଲୀ : ଓଡିଶାର ବାଲେଶ୍ୱର ଜିଲ୍ଲା ବାହାନଗା ଠାରେ ହୋଇଥିବା ରେଳ ଦୁର୍ଘଟଣାକୁ ନେଇ ଏବେ ସାରା ବିଶ୍ୱରୁ ଶୋକବାର୍ତ୍ତା ଆସିବାରେ ଲାଗିଛି । ଋଷ ରାଷ୍ଟ୍ରପତି ଭ୍ଲାଦିମୀର ପୁଟିନଙ୍କ ପରେ ଏବେ ୟୁରୋପୀୟ କମିଶନ ସଭାପତି ଉର୍ସୁନା ଭନ୍ ଡେର ଲେଏନ୍ ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କର ଶୋକବାର୍ତ୍ତାରେ ମୃତକଙ୍କ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନା ଥାଉକି ଗତକାଲି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ ବାଲେଶ୍ୱର ବାହାନଗା ନିକଟରେ ଦୁର୍ଘଟଣାରେ ଶିକାର ହୋଇଛି । ଟ୍ରେନର କିଛି ବଗି ଲାଇନଚ୍ୟୁତ ହେବା ପରେ ଏହା ଏକ ମାଲବାହୀ ଟ୍ରେନ ସହ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ୨୬୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶହ ଶହ ଲୋକ ଆହତ ହୋଇ ଏବେ ଚିକିତ୍ସିିତ ହେଉଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login