The Ultimate Managed Hosting Platform
ADVERTISEMENT

କରେଣ୍ଟ ଲାଗି ଦନ୍ତା ମୃତ

Facebook
Twitter
LinkedIn

ଦେବଗଡ : ଗାଁ ରାସ୍ତାରୁ ଦନ୍ତା ହାତୀର ମୃତଦେହ ଠାବ । ରିଆମାଳ ରେଂଜ କୁଣ୍ଢେଇଗୋଳା ସେକ୍ସନ ଗରିଆପାଲୀ ଗାଁରେ ହାତୀ ମୃତ । ବିଦ୍ୟୁତ ସଂସ୍ପର୍ଶରେ ଆସି ଦନ୍ତା ହାତୀର ମୃତ୍ୟୁ ହୋଇଥିବା ସୂଚନା ରହିଛି । ଆଜି ଭୋର ସକାଳୁ ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରୁଛି।ମୃତ ଦନ୍ତାହାତୀର ପାଟିରେ କ୍ଷତ ସ୍ଥାନ ଥିବା ବେଳେ କେଉଁ କାରଣ ପାଇଁ ମୃତ୍ୟୁ ଘଟିଛି ତଦନ୍ତ ଚାଲିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login