The Ultimate Managed Hosting Platform
ADVERTISEMENT

କରୋନା ମୃତକଙ୍କ ସଂଖ୍ୟା ୯୦୪୫ ଛୁଇଁଲା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଆଉ ୯ ଜଣଙ୍କ ମୁଣ୍ଡ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେରେ ୩୪୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୪୫କୁ ବୃଦ୍ଧି ପାଇଛି ।ତେବେ ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକ ମାନଙ୍କ ମଧ୍ୟରୁ ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୨୮୯୯୧୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୪୩୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୩୬୩୯ ୩ଜଣ ସୁସ୍ଥ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏନକାଉଣ୍ଟରରେ ମହିଳା ନକ୍ସଲ ନିହତ

ଆତ୍ମସମର୍ପଣ କଲେ ୨୦୮ ନକ୍ସଲ

ଛତିଶଗଡ : ଜଗଦଲପୁରରେ ଆତ୍ମସମର୍ପଣ କଲେ ୨୦୮ ନକ୍ସଲ । ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ଉପସ୍ଥିତିରେ କଲେ ଆତ୍ମସମର୍ପଣ ।୧୫୩ ମାରଣାସ୍ତ୍ର ସହ ଆତ୍ମସମର୍ପଣ କଲେ ସମସ୍ତ...

ADVERTISEMENT

Login