The Ultimate Managed Hosting Platform
ADVERTISEMENT

କାର ଉପରେ ଓଲଟିପଡିଲା ବସ

Facebook
Twitter
LinkedIn

ବାରିପଦା : କାର ଉପରେ ଓଲଟିପଡିଲା ବସ । ୪ ଜଣ ଗୁରୁତର ହୋଇଛନ୍ତି । ଏନଏଚ-୪୯ର ବାଙ୍ଗିରିପୋଷି ଘାଟିରେ ବସଟି ଦୁର୍ଘଟଣାଗ୍ରସ୍ତ । କାରରେ ଥିବା ୪ ଜଣ ଯାତ୍ରୀ ସୁରକ୍ଷିତ ଉଦ୍ଧାର । ଘଟଣାସ୍ଥଳରେ ଦମକଳ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି । ଶ୍ରୀଗଣେଶ ନାମକ ବସ ତିରିଙ୍ଗରୁ ବାରିପଦା ଆସୁଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login