ଭୁବନେଶ୍ୱର : କାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା । ବିଜ୍ଞାନରେ ୯୩ ହଜାର ୮୯୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୪ ହଜାର ୩୩୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।ତେବେ ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା ।
Views: 89