The Ultimate Managed Hosting Platform
ADVERTISEMENT

କାଲିଠୁ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ ଆରମ୍ଭ

Facebook
Twitter
LinkedIn

ନୂଆଦିଲ୍ଲୀ : ଆସନ୍ତାକାଲି ଠାରୁ ଆରମ୍ଭ ହେବ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ । ଏହି ସିରିଜ ସହିତ ଭାରତୀୟ କ୍ରିକେଟ୍ରେ ଯୋଡ଼ିହେବ ନୂଆ ଅଧ୍ୟାୟ । ଦଶନ୍ଧି ପରେ ଦୁଇ ପୂର୍ବତନ ଅଧିନାୟକ ବିରାଟ କୋହଲି ଓ ରୋହିତ ଶର୍ମା ବିନା ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ବରିଷ୍ଠ ସ୍ପିନର ଆର୍ ଅଶ୍ୱିନ ମଧ୍ୟ ଟେଷ୍ଟ୍ରୁ ଅବସର ନେଇ ସାରିଛନ୍ତି । ଶୁବମନ ଗିଲ୍ ଭାରତୀୟ ଟେଷ୍ଟ୍ ଦଳର ନବନିଯୁକ୍ତ ଅଧିନାୟକ ଭାବେ ନିଜ ଅଭିଯାନ ଆରମ୍ଭ କରିବେ । ୨୫ବର୍ଷୀୟ ଗିଲ୍ ଭାରତୀୟ କ୍ରିକେଟ୍ ଦଳର ସର୍ବକନିଷ୍ଠ ଟେଷ୍ଟ୍ ଅଧିନାୟକ ହେବାର କୀର୍ତ୍ତିମାନ କରି ସାରିଛନ୍ତି । ଏବେ ନିଜ ସଫଳ ନେତୃତ୍ବରେ ଇଂଲଣ୍ଡ ମାଟିରେ ଭାରତକୁ ବିଜୟୀ କରାଇବାର ପ୍ରତୀକ୍ଷିତ ଲକ୍ଷ୍ୟ ହାସଲ କରିବା ଆଶାରେ ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login