The Ultimate Managed Hosting Platform
ADVERTISEMENT

କାଳବୈଶାଖୀ ବର୍ଷା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ

Facebook
Twitter
LinkedIn

ଭୁବନେଶ୍ବର: ଗତକାଲିର ରାତିର ବର୍ଷା ପରେ ତାତିରୁ ମିଳିଛି ସାମାନ୍ୟ ମୁକ୍ତି । ଅସହ୍ୟ ତାତି ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ତି । କାଳବୈଶାଖୀ ବର୍ଷା ପରେ ପାଗରେ ପରିବର୍ତ୍ତନ ଆସିଛି । କିଛି ସ୍ଥାନରେ ବର୍ଷା ପରେ ସାମାନ୍ୟ ହ୍ରାସ ପାଇଛି ତାପମାତ୍ରା । ସେହିପରି ରାଜଧାନୀ ଭୁବନେଶ୍ବରରେ କୋହଲା ପାଗ ହୋଇଛି । ଆଗାମୀ ୩ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା, ପବନ ସହ ବଜ୍ରପାତ ଆଶଙ୍କା ରହିଛି । ଆସନ୍ତା ୨୧ ତାରିଖ ପର୍ୟ୍ୟନ୍ତ କାଳବୈଶାଖୀ ବର୍ଷା ରହିବ । ୨୩ ତାରିଖ ପରେ ଘୂର୍ଣ୍ଣବଳୟ ସୃଷ୍ଟି ସମ୍ଭାବନା ଥିବା ବେଳେ ଏହାରି ପ୍ରଭାବରେ ବର୍ଷା ହେବାର ଅନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login