The Ultimate Managed Hosting Platform
ADVERTISEMENT

କାଳିଆ ଇଚ୍ଛାରେ ରଥଯାତ୍ରା , ବିରୋଧୀ ରାଜନୀତି କରୁଛନ୍ତି : ଆଇନମନ୍ତ୍ରୀ

Facebook
Twitter
LinkedIn

ପୁରୀ : ବଡ ଦାଣ୍ଡରେ ଚାଲି ଚାଲି ରଥ ଟଣା ତଦାରଖ କଲେ ଆଇନମନ୍ତ୍ରୀ । ରଥଟଣା ବିଳମ୍ବ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମହାପ୍ରଭୁଙ୍କ ନିଜ ଇଚ୍ଛାରେତ୍ଥ ରଥଯାତ୍ରା ଚାଲିଛି । ବିଶ୍ୱପ୍ରସିଦ୍ଧ ରଥ ଯାତ୍ରାକୁ ନେଇ ରାଜନୀତି ନ ହେଉ ।
ଅନ୍ୟପଟେ ବିରୋଧୀଙ୍କ ସମାଲୋଚନାର ଜବାବ ରଖିଲେ ଆଇନମନ୍ତ୍ରୀ । ବିରୋଧୀ କୁତ୍ସିତ ରାଜନୀତି କରୁଛନ୍ତି କହିଲେ ଆଇନମନ୍ତ୍ରୀ । ଜଣ୍ଡିସ ହୋଇଥିବା ଲୋକଙ୍କୁ ମହାପ୍ରଭୁଙ୍କ ଲୀଳା ରାଜନୀତି ପରି ଲାଗୁଛି । ଅତୀତରେ ସେମାନେତ୍ରୁଟି କରି ମହାପ୍ରଭୁଙ୍କୁ ଅପମାନିତ କରିଛନ୍ତି । ମୋ ଦେଖିବାରେ ୧୯୭୭ ଠାରୁ ଆଜି ଯାଏଁ ପ୍ରଥମ ଦିନରେ ରଥ ପହଁଚିନି । ଅଧିକାଂଶ ବର୍ଷ ରଥ ଦ୍ୱିତୀୟ ଦିନରେ ଗୁଣ୍ଡିଚା ମନ୍ଦିରରେ ପହଁଚିଥାନ୍ତି । ଯେଉଁମାନେ ରାଜନୀତି କରୁଛନ୍ତି , ଆଜି ନ ହେଲେ କାଲି ଭୋଗିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login