The Ultimate Managed Hosting Platform
ADVERTISEMENT

କିଟ ଛାତ୍ରୀ ମୃତ୍ୟୁ ଘଟଣାରେ କମିଟି ଗଠନ କଲେ ସରକାର

Facebook
Twitter
LinkedIn

ଭୁବନେଶ୍ୱର : କିଟ ଛାତ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ନେଇ ଉଚ୍ଚ ସ୍ତରୀୟ କମିଟି ଗଠନ କଲେ ସରକାର । କମିଟିରେ ସ୍ଥାନ ପାଇଲେ ୩ଟି ବିଭାଗର ସଚିବ । କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ , ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ , ଉଚ୍ଚ ଶିକ୍ଷା ବିଭାଗର ସଚିବ କମିଟିରେ ସ୍ଥାନିତ ହୋଇଛନ୍ତି । ଛାତ୍ରଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ ମାରିବାର ତଦନ୍ତ ନିଦେ୍ର୍ଦଶ । ଯେଉଁ ମାନେ ଦୋଷୀ ସାବ୍ୟସ୍ତ ହେବେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସମସ୍ତ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login