
ଭୁବନେଶ୍ୱର : ନଦୀରେ ଭାସୁଛି ମୃତଦେହ । ସୂଚନାଯୋଗ୍ୟ ଯେ ଭୁବନେଶ୍ୱର କୁଆଖାଇ ନଦୀରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ । ଏହି ମୃତଦେହକୁ ନଦୀରୁ ଉଦ୍ଧାର କରିବା ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତଦେହର ପରିଚୟ ମିଳି ପାରିନାହିଁ । ଏନେଇ ନନ୍ଦନକାନନ ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଘଟଣାର ତଦନ୍ତ ଜାରି ରଖିଛି ।
Views: 257