The Ultimate Managed Hosting Platform
ADVERTISEMENT

କୁପୱାରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ

Facebook
Twitter
LinkedIn

ଜମ୍ମୁ : ଜମ୍ମୁ କଶ୍ମୀର କୁପୱାରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ । ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଛନ୍ତି । ଜମ୍ମୁ- କଶ୍ମୀରର କୁପୱାରାରେ କିଛି ଆତଙ୍କବାଦୀ ଲୁଛି ରହିଥିବା ସୂଚନା ମିଳିଥିଲା । ଆର୍ମି, ଜମ୍ମୁ- କାଶ୍ମୀର ପୋଲିସ ଏବଂ ସ୍ପେଶାଲ ଗ୍ରୁପ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏଥିରେ ଜଣେ ଯବାନ ଆହତ ହୋଇଥିବା ବେଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଳିବିନିମୟ ଜାରି ରହିଥିବାରୁ ସ୍ଥାନୀୟବାସିନ୍ଦାଙ୍କୁ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ସୁରକ୍ଷାକର୍ମୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login