The Ultimate Managed Hosting Platform
ADVERTISEMENT

କେଉଁ ସମୟରେ ଭସାଇବେ ଚନ୍ଦ୍ର ଗ୍ରହଣରେ ଡ଼ଙ୍ଗା ?

Facebook
Twitter
LinkedIn

ଏହି ବର୍ଷର ଶେଷ ଚନ୍ଦ୍ର ଗ୍ରହଣ କାର୍ତିକ ପୁର୍ଣିମାରେ ପଡୁଛି | ଜ୍ୟୋତିବ୍ରିତ ମାନେ ଏହାକୁ ରହୁଗ୍ରସ୍ତା ଚନ୍ଦ୍ର ଗ୍ରହଣ ବୋଲି କହୁଛନ୍ତି | ତେବେ ଏହି ଦିନ ଡଙ୍ଗା ଭସାଇବା ପାଇଁ ରାତି ୨ଟାରୁ ଭୋର ୫ଟା ୩୮ ମିନିଟ୍ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ହୋଇଛି। ଅପରାହ୍ନ ୨ଟା ୩୮ ମିନିଟ୍‌ରେ ଗ୍ରହଣ ସ୍ପର୍ଶ ହେବ। ସନ୍ଧ୍ୟା ୫ଟା ୧୧ରୁ ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହୋଇ ୬ଟା ୧୮ ମିନଟରେ ଗ୍ରହଣ ସର୍ବମୋକ୍ଷ ହେବ। ସମୁଦାୟ ୧ ଘଣ୍ଟା ୧୨ ମିନଟ୍ ୪୮ ସେକେଣ୍ଡ ସମୟ ଧରି ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହେବ। ଚନ୍ଦ୍ର ଗ୍ରହଣ ଦିନ ସକାଳ ୮ଟା ୨୯ରୁ ସନ୍ଧ୍ୟା ୬ଟା ୧୯ ପର୍ଯ୍ୟନ୍ତ ପାକତ୍ୟାଗ ରହିବ।ଏହି ଚନ୍ଦ୍ର ଗ୍ରହଣରେ କେତୋଟି ରାଶି ଉପରେ ଖରାପ ପ୍ରଭାବ ପଡ଼ିପାରେ ଜ୍ୟୋତିର୍ବିଦମାନେ କହିଛନ୍ତି। ସେହି ରାଶି ଗୁଡ଼ିକ ହେଲା ମେଷ, ବୃଷ, କନ୍ୟା ଓ ମକର ରାଶି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ନୂଆଦିଲ୍ଲୀ : ଗାଜାରେ ଯୁଦ୍ଧବିରତି ଚୁକ୍ତିକୁ ଇସ୍ରାଏଲ କ୍ୟାବିନେଟର ମଞ୍ଜୁରୀ । ବନ୍ଦୀ ହୋଇ ରହିଥିବା ସମସ୍ତ ବ୍ୟକ୍ତିଙ୍କୁ ମୁକ୍ତ କରିବାକୁ ଅନୁମୋଦନ । ୭୨ ଘଣ୍ଟା...

ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ

ପୁଣି ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ , ୧୨ ଯାଏଁ ବର୍ଷା ଜାରି

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ...

ADVERTISEMENT
ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ଇସଲାମବାଦ : ପାକିସ୍ତାନରେ 3G/4G ଇଣ୍ଟରନେଟ ସେବା ବନ୍ଦ । ଇସଲାମବାଦ ଓ ରାୱଲପିଣ୍ଡିରେ ଇଣ୍ଟରନେଟ ବନ୍ଦ । ପାକିସ୍ତାନ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ନିଷ୍ପତ୍ତି...

ସମୁଦ୍ରରେ ବୁଡିଲା ମାଛଧରା ବୋଟ, ପହଁରି ପହଁରି କୂଳକୁ ଆସିଲେ ମତ୍ସ୍ୟଜୀବୀ

ସମୁଦ୍ରରେ ବୁଡିଲା ମାଛଧରା ବୋଟ, ପହଁରି ପହଁରି କୂଳକୁ ଆସିଲେ ମତ୍ସ୍ୟଜୀବୀ

ପଟ୍ଟାମୁଣ୍ଡାଇ : ସମୁଦ୍ରରେ ବୁଡିଲା ମାଛଧରା ବୋଟ । ସାତଭାୟା ନିକଟ ସମୁଦ୍ରରେ ବୋଟରେ ପାଣି ପଶିବାରୁ ବୁଡିଗଲା । ପହଁରି ପହଁରି କୂଳକୁ ଆସିଲେ ୮...

Login