The Ultimate Managed Hosting Platform
ADVERTISEMENT

କେନାଲକୁ ଗାଧୋଇବାକୁ ଯାଇ ଭାସିଗଲେ ନାବାଳକ

Facebook
Twitter
LinkedIn

ପୁରୀ : ପୁରୀ କେନାଲରେ ଭାସିଗଲେ ନାବାଳକ । ବାଲିଅନ୍ତା ରଙ୍ଗବଜାର ନିକଟ ପୁରୀ ମେନ କେନାଲରେ ଭାସିଗଲେ ୧୭ବର୍ଷୀୟ ନାବାଳକ । ନିଖୋଜ ଥିବା ନାବାଳକଙ୍କ ଘର ଝାରପଡା ଅଞ୍ଚଳରେ । ଗତକାଲି ୪ଜଣ ପିଲା ରଙ୍ଗବଜାର ନିକଟ ନଦୀକୁ ଗାଧୋଇବାକୁ ଯାଇଥିଲେ । ଗୋଡ଼ ଖସିଯିବାର ନାବାଳକ ନଦୀରେ ଭାସିଯାଇଥିଲେ । ବାଲିଅନ୍ତା ଅଗ୍ନିଶମ ବାହିନୀ ପହଞ୍ଚି ସର୍ଚ୍ଚ ଅପରେସନ ଜାରି ରଖିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login