The Ultimate Managed Hosting Platform
ADVERTISEMENT

କେନ୍ଦୁଝରରେ ୪୦ ହଜାର କୋଟି ଟଙ୍କାରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ : ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

କେନ୍ଦୁଝର : କେନ୍ଦୁଝରର ପାଟଣାରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ। ଚମ୍ପୁଆର ଚନ୍ଦ୍ରଶେଖର ମହାବିଦ୍ୟାଳୟ ବାର୍ଷିକ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜେଏସଡବ୍ଲ୍ୟୁ ଓ ପୋସ୍କୋ ସହ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ନେଇ ଏମଓୟୁ ସ୍ବାକ୍ଷର ହୋଇଛି । ୪୦ ହଜାର କୋଟି ଟଙ୍କା ବ୍ୟୟରେ ବାର୍ଷିକ ୫ମିଲିଟନ ଟନ ଷ୍ଟିଲ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଚମ୍ପୁଆ ଚନ୍ଦ୍ରଶେଖର ମହାବିଦ୍ୟାଳୟକକୁ ୪ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଏହାକୁ ଏକ ଅଟୋନୋମସ କଲେଜ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login