The Ultimate Managed Hosting Platform
ADVERTISEMENT

କେରଳ ଛୁଇଁଲା ମୈାସୁମୀ

Facebook
Twitter
LinkedIn

ନୂଆଦିଲ୍ଲୀ : କେରଳ ଛୁଇଁଲା ମୈାସୁମୀ ବାୟୁ । ସ୍ୱାଭାବିକ ତାରିଖର ୮ ଦିନ ପୂର୍ବରୁ କେରଳ ଛୁଇଁଲା ମୈାସୁମୀ । ୧୬ ବର୍ଷ ପରେ ଏଥର ସଅଳ ଛୁଇଁଲା କେରଳ ମୈାସୁମୀ ବାୟୁ । ୨୦୦୯ରେ ମେ ୨୩ ତାରିଖରେ କେରଳ ଛୁଇଁଥିଲା ମା÷÷ସୁମୀ । ପୂର୍ବରୁ ଆଗାମୀ ୨୪ ଘଣ୍ଟାରେ ଭିତରେ କେରଳ ଛୁଇଁବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା । ତେବେ ମୌସୁମୀ ଛୁଇଁବା ପୂର୍ବରୁ କେରଳରେ ପାଗ ବଦଳିଛି । ଦୁଇ ଦିନ ହେବ କେରଳର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବିଭିନ୍ନ ସ୍ଥାନରେ ବର୍ଷା ପବନରେ ଗଛ ଭାଙ୍ଗି ପଡିଛି ଏବଂ ଆଇଏମଡି ପକ୍ଷରୁ କସାରାଗୋଡ ଏବଂ କନ୍ନୁର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି । କୋଜିକୋଡେ, ୱାୟନାଡ, ମାଲାପୁରାମ, ଥ୍ରୀସୁର, ପାଲକକଡ, ଏର୍ନାକୁଲମ, ଇଡୁକି, କୋଟାୟାମ ଏବଂ ଆଲାପୁଜା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login