The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କେରଳରେ କରୋନା : ୩୦୦ ଆକ୍ରାନ୍ତ ଚିହ୍ନଟ, ୩ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : କେରଳରେ ୨୪ ଘଣ୍ଟାରେ ୩୦୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଦିନକରେ ୩୦୦ କରୋନା ଆକ୍ରାନ୍ତ ଚିହ୍ନଟ ସହ ୩ ଜଣଙ୍କ ମୃତ୍ୟୁ । ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୯କୁ ବୃଦ୍ଧି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମୁତାବକ, ଦେଶରେ ଗତ ୨୪ ଘଣ୍ଟାରେ ୩୫୮ କରୋନା ମାମଲା ନୂଆ ଦେଖାଦେଇଛି । କେରଳରେ ୩୦୦, କର୍ଣ୍ଣାଟକରେ ୧୩, ତାମିଲନାଡୁରେ ୧୨, ଗୁଜରାଟରେ ୧୧, ମହାରାଷ୍ଟ୍ରରେ ୧୯, ତେଲେଙ୍ଗାନାରେ ୫, ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ପଡୁଚରୀରେ ୨ ନୂଆ ମାମଲା ସାମ୍ନାକୁ ଆସିଛି । ପଞ୍ଜାବରେ ଜଣେ କର୍ଣ୍ଣାଟକରେ ୨ ଜଣଙ୍କର ମୃତ୍ୟୁ ହୋଇଛି । କୋଭିଡ୍ ସଂକ୍ରମଣକୁ ଦେଖି ଏବେ ଗୋଟିଏ ପରେ ଗୋଟିଏ ରାଜ୍ୟରେ ମାସ୍କ କଟକଣା ଫେରିଛି । ତେବେ ଜନଗହଳିପୂର୍ଣ୍ଣ ସ୍ଥାନରେ ମାସ୍କ ଲଗାଇବା ପାଇଁ କୁହାଯାଇଛି । ସାନିଟାଇଜର ବ୍ୟବହାର କରିବା ଆବଶ୍ୟକୀୟ ହୋଇପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login