The Ultimate Managed Hosting Platform
ADVERTISEMENT

କୋଠା ଭାଙ୍ଗି ୩ ମୃତ୍ୟୁ, ୨୪ ଘଣ୍ଟାରେ ରିପୋର୍ଟ

Facebook
Twitter
LinkedIn

କଟକ : ମଣିସାହୁ ଛକରେ କୋଠା ଭାଙ୍ଗି ୩ ମୃତ୍ୟୁ ଘଟଣାରେ ଜିଲ୍ଲାପାଳଙ୍କ ସୂଚନା । ସିଏମସି କମିଶନର ଓ ସିଡିଏ ଉପାଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଟିମ ଗଠନ ହୋଇଛି । ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ କୁହାଯାଇଛି । ବେଆଇନ ଭାବେ ନିର୍ମାଣ ଅଭିଯୋଗର ତଦନ୍ତ କରିବେ । ବାକି ଅସୁରକ୍ଷିତ ବିଲ୍ଡିଂ ଭଙ୍ଗା ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ ହେବ । ବର୍ଷା ରୁତୁ ଥିବାରୁ ବିଲ୍ଡିଭଙ୍ଗା ହୋଇ ପାରି ନ ଥିଲା । ତେଣ ଖୁବଶୀଘ୍ର ହେବ । ଅନ୍ୟପଟେ ତଦନ୍ତ ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ରିପୋର୍ଟ ଦେବାକୁ ଏହି କମିଟିକୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ କଟକ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login