The Ultimate Managed Hosting Platform
ADVERTISEMENT

କୋଭିଡ ମୁକାବିଲା ପାଇଁ ଓଡିଶା ପ୍ରସ୍ତୁତ-ସ୍ୱାସ୍ଥ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଦେଶରେ ବଢୁଥିବା ସଂକ୍ରମଣ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା । ବୈଠକ ପରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ସୂଚନା । ଓଡିଶା ସ୍ଥିତି ନେଇ କେନ୍ଦ୍ରକୁ ଅବଗତ କରିଛୁ ବୋଲି କହିଛନ୍ତି ନିରଞ୍ଜନ । ଓଡିଶା କୋଭିଡ ମୁକାବିଲା ପାଇଁ ସଜାଗ ଓ ପ୍ରସ୍ତୁତ ଅଛି । ରାଜ୍ୟରେ ଦୈନିକ ୫ ହଜାରରୁ ଅଧିକ ଟେଷ୍ଟ ହେଉଛି । ବର୍ତ୍ତମାନ ଓଡିଶାରେ ସ୍ଥିତି ଭଲ ରହିଛି ।
ସେପଟେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । କରୋନାକୁ ନେଇ ସତର୍କ ରହିବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କୋଭିଡ ପରିଚାଳନା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ । ରାଜ୍ୟରେ ୧୦ ଓ ୧୧ ଏପ୍ରିଲରେ ହେବ ମକଡ୍ରିଲ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login