The Ultimate Managed Hosting Platform
ADVERTISEMENT

କ୍ୟାପିଟାଲ ହସ୍ପିଟାଲରୁ ଏସସିବିକୁ ଗଡିବ “ଆମ ବସ”

Facebook
Twitter
LinkedIn

ଭୁବନେଶ୍ୱର : ‘ଆମ ବସ’ ଯୋଜନାରେ ପୁଣି ଯୋଡ଼ି ହୋଇଛି ୪୦ଟି ଇ-ବସ୍ । ଭୁବନେଶ୍ୱରର କ୍ୟାପିଟାଲ୍ ହସ୍ପିଟାଲରୁ କଟକ ଏସସିବି ମେଡିକାଲ ଯିବା ପାଇଁ ସରକାର ଗଡାଇବେ ଇ-ବସ୍ । ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସହାୟକ ହେବ ‘ଆମ ବସ୍’ ର ନୂଆ ରୁଟ୍ । ଏହା ଦ୍ୱାରା ଆଉ ଯାତାୟତ ପାଇଁ ହନ୍ତସନ୍ତ ହେବେନି ରୋଗୀଙ୍କ ପରିବାର । ଏହି ରୁଟ୍ ସମେତ ଅନ୍ୟ ନୂଆ ରୁଟରେ ମଧ୍ୟ ଇ-ବସ୍ ଚାଲିବ । ଗତକାଲି ଭୁବନେଶ୍ବର ଗାଢ଼କଣସ୍ଥିତ ଆମ ବସ୍ ଡିପୋରେ ୪୦ଟି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ନୂଆ ଇ-ବସର ଉଦଘାଟନ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login