The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଖଣି ଲିଜଧାରୀ ଗିରଫ

Facebook
Twitter
LinkedIn

ରଣପୁର : ମୟୂରଝାଲିଆ ଖଣି ଅନିୟମିତତା ମାମଲାରେ ଜଣେ ଗିରଫ । ଲିଜଧାରୀ ସୁଶାନ୍ତ ବରାଡ ଭୁବନେଶ୍ୱର ଖଣ୍ଡଗିରି ନିକଟରୁ ଗିରଫ । ଗତକାଲି ସୁଶାନ୍ତ ବରାଡଙ୍କ ଘରେ ଜିଏସଟି ରେଡ କରିଥିଲା । ସୁଶାନ୍ତଙ୍କ ସମେତ ୯ ଜଣଙ୍କ ନାଁରେ ଥାନାରେ ମାମଲା ହୋଇଥିଲା । ରଣପୁର ତହସିଲ କୃଷ୍ଣପୁର ଗ୍ରାମର ଶୁଶାନ୍ତ ବରାଡ଼ଙ୍କ ନାଁରେ କ୍ରିମିନାଲ ମାମଲା ଚାନ୍ଦପୁରପୁର ଥାନାରେ ତହସିଲଦାର ଏଫାୟର ଦେଇଥିଲେ। ଏକ ମାସ ହେଲା ଶୁଶାନ୍ତ ଫେରାର ଥିଲା । ତେବେ ଭୁବନେଶ୍ୱରରୁ ସୁଶାନ୍ତଙ୍କୁ ଗିରଫ କରିଛି ଚାନ୍ଦପୁର ପୋଲିସ। ଆଜି ହେବ କୋର୍ଟ ଚାଲାଣ। ମୟୂରଝାଲିଆ NGT ରିପୋର୍ଟରେ ଧରାପଡ଼ିବା ପରେ ମୟୁରଝାଲିଆ ବେଆଇନ ଖଣି ଖନନ ମାମଲାରେ ଖସିବା ପାଇଁ ମିଛରେ ନୟାଗଡ଼ ଜିଲ୍ଲାପାଳ ନାଁରେ ଲାଞ୍ଚ ମାଗିବା ନେଇ ଚାନ୍ଦପୁର ଥାନାରେ ଅଭିଯୋଗ କରି ଥିଲେ ସୁଶାନ୍ତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login