ବ୍ୟୁରୋ : ଶରୀରକୁ ସୁସ୍ଥ ରଖିବାକୁ କିଏ ବା ନ ଚାହେଁ । ଶରୀରରେ ଜଳୀୟ ଅଂଶକୁ ଠିକ୍ ରଖିବା ପାଇଁ ଲୋକମାନେ ବିଶେଷ କରି ଗରମ ଦିନରେ ଅତ୍ୟଧିକ ଫଳ ସେବନ କରିଥାନ୍ତି । ବର୍ତ୍ତମାନ କିନ୍ତୁ ସମସ୍ତେ ଡାଏଟ ପାଇଁ ମଧ୍ୟ ଫଳକୁ ବ୍ୟବହାର କରୁଛନ୍ତି । ଆପଣମାନେ ଜାଣିଥିବେ ଫଳରେ ମିନେରାଲ୍ସ ଓ ଭିଟାମିନ୍ ପ୍ରଚୁର ମାତ୍ରାରେ ଥାଏ । ଅନେକ ସମୟରେ ଡାକ୍ତର ମଧ୍ୟ ଫଳ ଖାଇବାକୁ ପରାମର୍ଶ ଦେଇଥାନ୍ତି ।
ତରଭୁଜ : ଖରାଦିନରେ ତରଭୁଜ ଖାଇଦେଲେ ଆତ୍ମାକୁ ଶାନ୍ତି ମିଳିଥାଏ । ତରଭୁଜ ଏକ ଏଭଳି ଫଳ ଯାହାକୁ ଖାଇବା ଦ୍ବାରା ଭୋକ ଓ ଶୋଷକୁ ମେଣ୍ଟାଇଦେଇଥାଏ । ଏହା ଡାଇବେଟିସ୍ ରୋଗୀଙ୍କ ସ୍ବାସ୍ଥ୍ୟ ପାଇଁ ଆଦୌ ଉପଯୋଗୀ ନୁହେଁ ।
କଖାରୁ : କଖାରୁରେ ଅନେକ ଭିଟାମିନ ଭରପୁର ରହିଥାଏ । କଖାରୁର ଅଧିକ ବ୍ୟବହାର ଦ୍ବାରା ପେଟ ବଥା ହୋଇଥାଏ । ସେଥିପାଇଁ ଖରା ଦିନେ ଅଧିକ କଖାରୁ ଖାଇବା ଠିକ ନୁହେଁ ।
ଆମ୍ବ : ଫଳ ଭିତରେ ଆମ୍ବକୁ ରାଜା ବୋଲି କୁହାଯାଏ । ଆମ୍ବ ଖାଇବାକୁ ସମସ୍ତେ ଖୁବ ଭଲପାଆନ୍ତି । କିନ୍ତୁ ଏଥିରେ ମିଠା ଅଂଶ ଅଧିକ ଥିବାରୁ ଡାଇବେଟିସ ରୋଗୀଙ୍କ ପାଇଁ କ୍ଷତିକାରକ ହୋଇଥାଏ ।
ଲିଚୁ : ଲିଚୁ କୋଳି ଖାଇବାକୁ ସାଧାରଣତଃ ସମସ୍ତେ ଭଲପାଆନ୍ତି । ବିଶେଷ କରି ଖରାଦିନେ ଲିଚୁ କୋଳି ଦେଖିଲେ ପାଟିରେ ପାଣି ମଧ୍ୟ ଆସିଯାଏ । ଏଥିରେ ସୁଗାରର ମାତ୍ରା ଅଧିକ ଥାଏ । କିନ୍ତୁ ଏହାକୁ ଅଧିକ ମାତ୍ରାରେ ଖାଇବା ଦ୍ବାରା ଝାଡା ଓ ପେଟ ଯନ୍ତ୍ରଣା ଭଳି ସମସ୍ୟା ହୋଇପାରେ ।
ସପୁରୀ : ଖଟା ମିଠାକୁ ପସନ୍ଦ କରୁଥିବା ଲୋକେ ସପୁରୀ ଖାଇବା ପାଇଁ ବେଶ ଭଲ ପାଆନ୍ତି । ସପୁରୀରେ ଖଟା ଅଂଶ ଥିବାରୁ ଏସିଡିଟି ଏବଂ ପେଟ ଜଳାପୋଡା ଭଳି ସମସ୍ୟା ଦେଖା ଦେଇପାରେ । କିନ୍ତୁ ଯଦି ଆପଣ ସପୁରୀ ଅଧିକ ଖାଆନ୍ତି ତେବେ ପେଟ ଜନିତ ସମସ୍ୟା ହୋଇପାରେ ।
ଖରାଦିନେ ଖାଆନ୍ତୁ ନାହିଁ ଏହି ଫଳ , ନଚେତ ହୋଇପାରେ ଅନେକ ସ୍ୱାସ୍ଥ୍ୟ ସମସ୍ୟା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











