The Ultimate Managed Hosting Platform
ADVERTISEMENT

ଖାଇକୁ ବସ ଖସି ଦୁର୍ଘଟଣା ,୭ ମୃତ ଓ ୨୫ ଆହତ

Facebook
Twitter
LinkedIn

ନୂଆଦିଲ୍ଲୀ : ମୁମ୍ବାଇ- ପୁଣେ ପୁରୁଣା ରାଜପଥରେ ଘଟିଛି ଭୟଙ୍କର ଦୁର୍ଘଟଣା। ମହାରାଷ୍ଟ୍ର ରାୟଗଡ଼ ନିକଟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ୧୫୦ ଫୁଟ ଗଭୀର ଖାଇରେ ପଡ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି। ଫଳରେ ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଏବେବି ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି ।
ଖବର ଅନୁଯାୟୀ ଗୋରେଗାଓଁ ଅଞ୍ଚଳର ଏକ ସଂଗଠନ ସହ ଜଡିତ ପ୍ରାୟ ୩୫ ଜଣ ଏକ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ପୁଣେ ଯାଇଥିଲେ। ସେମାନେ ପୁଣେରୁ ବସ୍ରେ ଘରମୁହାଁ ହୋଇଥିଲେ । ମାତ୍ର ଖୋପୋଲି ଅଞ୍ଚଳ ଦେଇ ବସ୍ଟି ଆଜି ସକାଳେ ଅତିକ୍ରମ କରୁଥିବା ବେଳେ ହଠାତ୍ ଭାରସାମ୍ୟ ହରାଇ ୧୫୦ ଫୁଟ ତଳକୁ ଖସି ପଡ଼ିଥିଲା।ଯାହାଫଳରେ ବସ୍ ଥିବା ଯାତ୍ରୀଙ୍କ ମଧ୍ୟରୁ ୭ଜଣଙ୍କ ମୃତ୍ୟୁ ହୋଇଥିବା ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login