The Ultimate Managed Hosting Platform
ADVERTISEMENT

ଖୁବଶୀଘ୍ର ଜିଲ୍ଲା ବୁଲିବେ ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ଜିଲ୍ଲା ବୁଲିବେ ନବୀନ । ସଂଗଠନ ହେବ ଆହୁରି ସୁଦୃଢ । ନବୀନ ଜିଲ୍ଲା ବୁଲିଲେ ସଂଗଠନ ଆହୁରି ସୁଦୃଢ ହେବ ବୋଲି କହିଛନ୍ତି ବିଜେଡିର ବରିଷ୍ଠ ବିଧାୟିକା ତଥା ବିରୋଧୀ ଦଳ ମୁଖ୍ୟ ସଚେତିକା ପ୍ରମିଳା ମଲିକ । ନିକଟ ଭବିଷ୍ୟତରେ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ଜିଲ୍ଲା ବୁଲିବେ । ପ୍ରମିଳା ମଲିକ ଏ ନେଇ କହିଛନ୍ତି ଯେ ବିଜେଡି ରାଜ୍ୟର ଏକ ନମ୍ବର ଥିଲା , ଏକ ନମ୍ବର ହୋଇ ରହିବ । ବ୍ଲକ ଅଧ୍ୟକ୍ଷା ମାନଙ୍କୁ ହଟାଇବାକୁ ବିଜେପି ଚକ୍ରାନ୍ତ କରୁଛି । ବିଜେପିରେ ଏବେ ଅଧିକ ବିଶୃଙ୍ଖଳା । ତାଙ୍କ ଦଳରେ ପ୍ରବଳ ବିଭ୍ରାଟ ଥିବା ବେଳେ ସେମାନେ ଆମ ଦଳକୁ ଭାଙ୍ଗିବାକୁ କରୁଥିବା ଚକ୍ରାନ୍ତରେ ସଫଳ ହେବେନି ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login