The Ultimate Managed Hosting Platform
ADVERTISEMENT

ଖୋଲିଲା ହୀରାକୁଦର ଆଉ ୪ ଗେଟ , ମୋଟ ୧୦ଟି ଗେଟ ଦେଇ ଜଳ ନିଷ୍କାସନ

Facebook
Twitter
LinkedIn

ସମ୍ବଲପୁର : ହୀରାକୁଦ ଡ୍ୟାମର ଆଉ ୪ ଗେଟ ଖୋଲିଲା । ମୋଟ ୧୦ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୬.୨୩ ଫୁଟ। ଜଳଭଣ୍ଡାରକୁ ପ୍ରବେଶ କରୁଛି ୨ ଲକ୍ଷ ୧୫ ହଜାର ୬୪୪ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୧ ଲକ୍ଷ ୩୩ ହଜାର ୫୩ କ୍ୟୁସେକ ଜଳ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login