The Ultimate Managed Hosting Platform
ADVERTISEMENT

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ

Facebook
Twitter
LinkedIn

ସମ୍ବଲପୁର: ହୀରାକୁଦର ଖୋଲିଲା ଆଉ ୮ଟି ଗେଟ୍ । ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍ ଖୋଲା ରହିଛି । ହୀରାକୁଦ ଡ୍ୟାମର ଉପରମୁଣ୍ଡରେ ବଢ଼ୁଛି ଜଳସ୍ତର । ଜଳସ୍ତର ବଢ଼ୁଥିବାରୁ ଖୋଲାଯାଇଛି ଆଉ ୮ଟି ଗେଟ୍ । ଉପର ମୁଣ୍ଡରେ ବର୍ଷା ବଢ଼ିଥିବାରୁ ଜଳଭଣ୍ଡାରକୁ ଇନଫ୍ଲୋ ବଢ଼ିଛି । ଆଉଟ୍ଫ୍ଲୋ ସମାନ ରଖିବା ପାଇଁ ଆଉ ୮ଟି ଗେଟ୍ ଖୋଲିଥିବା ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଗୁରୁବାର ଦିନ ୬ଟି ଗେଟ୍ ଖୋଲାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login