The Ultimate Managed Hosting Platform
ADVERTISEMENT

ଗଛକୁ ପିଟିଲା ମେଲୋଡି ପାର୍ଟି ଭ୍ୟାନ ; ୮ ଆହତ

Facebook
Twitter
LinkedIn

ଆଠଗଡ : ଗଛରେ ପିଟି ହେଲେ ମେଲୋଡି ପାର୍ଟିର ଏକ ଭ୍ୟାନ । ଫଳରେ ୮ ଜଣ ଆହତ ହୋଇଛନ୍ତି । ପୁରୁଣା କଟକ-ସମ୍ବଲପୁର ରାସ୍ତାର କଖଡି ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଗଣେଶ ପୂଜା ଭସାଣି ପାଇଁ ସମ୍ବଲପୁରରୁ କଟକ ଆସୁଥିବା ବେଳେ ଘଟିଛି ଦୁର୍ଘଟଣା । ସମ୍ବଲପୁର ବାରିବନ୍ଧ ଅଞ୍ଚଳରୁ ଦୁଇଟି ଗାଡ଼ିରେ ୪୦ ଜଣ ଭସାଣି ପାଇଁ ଆସୁଥିଲେ। ସମସ୍ତ ଆହତଙ୍କୁ ବ୍ରହ୍ମପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login