The Ultimate Managed Hosting Platform
ADVERTISEMENT

ଗଞ୍ଜାମରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

Facebook
Twitter
LinkedIn

ବ୍ରହ୍ମପୁର: ଗଞ୍ଜାମର ବିଭିନ୍ନ ଅଞ୍ଚଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର। ପ୍ରଚାର ସଭା ସହ ରୋଡ ଶୋ’ରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ପାଣ୍ଡିଆନ୍। ଆଜି ଦିନ ତମାମ ଗଞ୍ଜାମ ଜିଲ୍ଲାର ଶେରଗଡ଼, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ପ୍ରଚାର ସଭା ଓ ରୋଡ ଶୋ’ରେ ସାମିଲ ହେବେ। ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବାକୁ ଅପିଲ କରିଛନ୍ତି ପାଣ୍ଡିଆନ୍। ସକାଳୁ କାର୍ତ୍ତିକ ପାଣ୍ଡିଆନ୍ ଗୋପାଳପୁର ନିକଟରେ ଥିବା ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବର ମନ୍ଦିରକୁ ଯାଇ ରୂପାନ୍ତରଣ କାର୍ୟ୍ୟର ସମୀକ୍ଷା କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login