The Ultimate Managed Hosting Platform
ADVERTISEMENT

ଗଣଦୁଷ୍କର୍ମ ; ୨ ସେନା ଯବାନଙ୍କୁ ଆଜୀବନ

Facebook
Twitter
LinkedIn

ବ୍ରହ୍ମପୁର : ୨ ସେନା ଯବାନଙ୍କୁ ଆଜୀବନ କାରାଦଣ୍ଡାଦେଶ । ଗୋପାଳପୁର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜୀବନ କାରାଦଣ୍ଡାଦେଶ । ହାବିଲଦାର ବି. ଜୟେଶ କୁମାର ଓ ଲାନ୍ସ ନାଏକ ହଷଲଦାର ମୁଣ୍ଡାକୁ ଆଜୀବନ । ଉଭୟଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ ବ୍ରହ୍ମପୁର ପୋକ୍ସୋ କୋର୍ଟ । ଜାନୁଆରୀରେ ବସ ଭିତରେ ୪ ବର୍ଷର ନାବାଳିକା ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login