The Ultimate Managed Hosting Platform
ADVERTISEMENT

ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡି ଯୁବକ ମୃତ

Facebook
Twitter
LinkedIn

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଭାଲୁମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି । ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଭାଲୁମୁଣ୍ଡା ଗାଁର ରୁଦ୍ର ପ୍ରସାଦ ମେହେର ବୋଲି ଜଣାପଡିଛି ।
ସୂଚନା ଅନୁଯାୟୀ ରୁଦ୍ର ଗତକାଲି ସନ୍ଧ୍ୟାରେ ଗାଁରେ ଥିବା ବଡ଼ବନ୍ଧକୁ ଗାଧୋଇବାକୁ ଯାଇଥିଲେ ହେଲେ ଦୀର୍ଘ ସମୟ ଧରି ଘରକୁ ନ ଆସିବାରୁ ଘର ଲୋକେ ଖୋଜା ଖୋଜି କରିଥିଲେ। ପରେ ତାଙ୍କୁ ପାଣିରେ ଭିତରେ ଭାସୁଥିବାର ଦେଖିବାକୁ ପାଇଥିଲେ । ଏହାପରେ ଲୋକେ ବଙ୍ଗୋମୁଣ୍ଡା ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ଶବକୁ ଉଦ୍ଧାର କରି କଣ୍ଟାବାଞ୍ଜି ଡାକ୍ତରଖାନାକୁ ଶବ ବ୍ୟବଛେଦ ପାଇଁ ପଠାଇଛି । ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login