ନୂଆଦିଲ୍ଲୀ : ଅନଲାଇନ ବେଟିଂ ଆପ ମାମଲା । ଗୁଗୁଲ ଓ ମେଟାକୁ ଇଡିର ନୋଟିସ । ଉଭୟ କମ୍ପାନୀର ପ୍ରତିନିଧିଙ୍କୁ ପଚରାଉଚରା ପାଇଁ ନୋଟିସ । ଜୁଲାଇ ୨୧ରେ ହାଜର ହେବାକୁ ପ୍ରବର୍ତ୍ତନ ନିଦେ୍ର୍ଦଶାଳୟର ସମନ । ଅନଲାଇନ ବେଟିଂ ଆପକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗରେ ସମନ । ଉଭୟଙ୍କୁ ଜୁଲାଇ ୧୨ରେ ହାଜର ହେବା ପାଇଁ ଇଡି ସମନ କରିଛି । ମହାଦେବ ଅନଲାଇନ୍ ବେଟିଂ ଆପ୍ ସହ ଜଡ଼ିତ ହଜାର ହଜାର କୋଟି ଟଙ୍କାର ବେଆଇନ କାରବାରର ତଦନ୍ତ ପରିସରରେ ଏହି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗୁଗଲ୍ ଏବଂ ମେଟାର ଅଧିକାରୀମାନେ ଇଡି ସମ୍ମୁଖରେ ହାଜର ହୋଇ ବିଜ୍ଞାପନ ସମ୍ବନ୍ଧୀୟ ସମସ୍ତ ତଥ୍ୟ ଏବଂ ଆର୍ଥିକ କାରବାରର ବିବରଣୀ ପ୍ରଦାନ କରିବେ। ଏହି ପଚରାଉଚରାରୁ ମିଳିବାକୁ ଥିବା ତଥ୍ୟ ଆଧାରରେ ଇଡି ମନି ଲଣ୍ଡରିଂର ଗୁମର ଖୋଲିବାରେ ସକ୍ଷମ ହେବ ବୋଲି ଆଶା କରାଯାଉଛି। ଯଦି ଏହି ଟେକ୍ କମ୍ପାନୀଗୁଡ଼ିକର କୌଣସି ଅବହେଳା କିମ୍ବା ସିଧାସଳଖ ସମ୍ପୃକ୍ତିର ପ୍ରମାଣ ମିଳେ, ତେବେ ସେମାନଙ୍କ ବିରୁଦ୍ଧରେ ମଧ୍ୟ ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ ।
ଗୁଗୁଲ ଓ ମେଟାକୁ ଇଡି ନୋଟିସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











