The Ultimate Managed Hosting Platform
ADVERTISEMENT

ଗୁଣି ସନେ୍ଦହରେ ପିଟାପିଟି

Facebook
Twitter
LinkedIn

ବଲାଙ୍ଗିର : ଗୁଣି ସନେ୍ଦହରେ ପିଟାପିଟି । ଫଳରେ ଜଣଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ଅଛନ୍ତି । ତୁଷୁରା ଥାନା ଆଠଗାଁରେ ଗୁଣି ସନେ୍ଦହରେ ଗୋଷ୍ଠୀ ସଂଘର୍ଷ । ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଓ ପିଟାପିଟି । ଗୋଟିଏ ପରିବାରର ଜଣଙ୍କୁ ପଥରରେ ଛେଚି ଛେଚି ମାରିଦେଲେ । ଉଭୟ ପରିବାରର ୪ ଗୁରୁତର , ୨ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ତୁଷୁରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ ପରେ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login