The Ultimate Managed Hosting Platform
ADVERTISEMENT

ଗୃହ ୪ଟା ଯାଏଁ ମୁଲତବି

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହୋହଲ୍ଲା , ହଟ୍ଟଗୋଳ । ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ହଟ୍ଟଗୋଳ । ଗୃହ ମଧ୍ୟକୁ ଆସି ବିଜେପି, କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା । ଆଜି ସକାଳ ୭ଟା ୨୦ରେ ପୁରୀ ଜିଲ୍ଲାରୁ ପ୍ରଶ୍ନପତ୍ର ଲିକ ଅଭିଯୋଗ । ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି ।

ବୃଦ୍ଧାଙ୍କୁ ମାରିଦେଲା ମହାବଳ
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login