The Ultimate Managed Hosting Platform
ADVERTISEMENT

ଗୃହ ୪ଟା ଯାଏଁ ମୁଲତବି

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା , ନାରାବାଜି । ପ୍ଲାକାର୍ଡ, ପୋଷ୍ଟର ଧରି ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ । ଜନପ୍ରତିନିଧିଙ୍କ କ୍ଷମତା ସଂକୁଚିତ ଅଭିଯୋଗରେ ବିଜେଡିର ପ୍ରତିବାଦ । ଅନାସ୍ଥା ନ ଆଣିବାକୁ ଫନ୍ଦି କରିବା ଅଭିଯୋଗରେ କଂଗ୍ରେସର ପ୍ରତିବାଦ । ଗୃହକୁ ଅପରାହ୍ମ ୪ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ଭିନ୍ନ ଭିନ୍ନ ପ୍ରସଙ୍ଗରେ ପ୍ରବଳ ହୋହାଲ୍ଲା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login