The Ultimate Managed Hosting Platform
ADVERTISEMENT

ଗୃହରେ କିଟ ପ୍ରସଙ୍ଗରେ ଉଦବେଗ ପ୍ରକାଶ କଲେ ବିଧାୟକ ବାବୁ ସିଂ

Facebook
Twitter
LinkedIn

ଭୁବନେଶ୍ୱର : ଗୃହରେ କିଟ ପ୍ରସଙ୍ଗରେ ଉଦବେଗ ପ୍ରକାଶ କଲେ ବିଧାୟକ ବାବୁ ସିଂ । କିଟର ଏଭଳି ଆଚରଣ ପାଇଁ ଓଡିଶା ଭାରତ ବର୍ଷରେ ଲଜ୍ଜିତ । ବାହାର ଦେଶର ପିଲାଙ୍କୁ ଦୁର୍ବ୍ୟବହାର କରିବା ଅତ୍ୟନ୍ତ ନିନ୍ଦନୀୟ । କିଟ କର୍ତ୍ତୁପକ୍ଷଙ୍କ ପ୍ରରୋଚନାରେ ଏସବୁ କାର୍ଯ୍ୟ ହୋଇଥିବ । ତୁରନ୍ତ କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରାଯାଉ । ବାବୁ ସିଂ କହିଛନ୍ତି, କିଟ୍ ବହୁ ଜମିକୁ ଜବରଦଖଲ କରିଛି। ଜଙ୍ଗଲ ଜମିରେ ବେଆଇନ୍ ନିର୍ମାଣ ହୋଇଛି। ଏପରିକି ମନ୍ଦିର ନିର୍ମାଣ ବି ହୋଇଛି । ଯେଉଁମାନେ କିଟ୍ ର କନଷ୍ଟ୍ରକସନ୍ କାମ କରୁଛନ୍ତି ସେମାନେ କେଉଁ ଦଳର ତାର ତଦନ୍ତ ହେବା ଦରକାର । ଶାଗ ମାଛ ଦରରେ କିଟ୍ ଜମି କିଣିଛି। ଗୁଣ୍ଡା ଲଗାଇ ଜମି ମାଲିକଙ୍କଠାରୁ ଜମି ହାତେଇଛି କିଟ୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login