ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇରେ ଘର ଭିତରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣା । ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଏଏସଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି । ଏଏସଆଇଙ୍କୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କଲେ କେନ୍ଦ୍ରାପଡା ଏସପି । ଘଟଣାର ନିରପେକ୍ଷ ତଦନ୍ତ ପାଇଁ ବଦଳି କଲେ ଏସପି । କାଲି ପୋଲିସର ଅବହେଳାକୁ ଦାୟୀ କରିଥିଲେ ପୀଡିତାଙ୍କ ବାପା । ଝିଅର ଅଭିଯୋଗ ଏଏସଆଇ ରଖି ନ ଥିବା ଅଭିଯୋଗ କରିଥିଲେ ।
ସେପଟେ ଛାତ୍ରୀଙ୍କ କିପରି ହେଲା ମୃତ୍ୟୁ ?। ରହସ୍ୟ ଖୋଲିବ ପୋଷ୍ଟମର୍ଟମ ରିପୋର୍ଟ। ଆଜି କେନ୍ଦ୍ରାପଡ଼ା ମେଡିକାଲରେ ହେବ ମୃତଦେହ ବ୍ୟବଛେଦ। ପୀଡ଼ିତାଙ୍କୁ ହତ୍ୟା କରାଯାଇଛି ନା ଜୀବନ ହାରିଛନ୍ତି ?। ତାଙ୍କ କଲ ଡିଟେଲ୍ସ ଯାଞ୍ଚ କରୁଛି ପୋଲିସ । ଶେଷ ଥର ପାଇଁ ସେ କାହା ସହ କଥା ହୋଇଥିଲେ । ଫୋନରେ ଛାତ୍ରୀ ଜଣକ କଣ କଥା ହୋଇଥିଲେ ?। ସେସବୁର ତନାଘନା ଚଳାଇଛି ପୋଲିସ। ଅଭିଯୋଗ ଅନୁସାରେ, ଘରେ କେହି ନଥିବା ବେଳେ ନିଜ ଉପରେ କିରୋସିନ ଢାଳି ଜୀବନ ହାରି ଥିଲେ । ଛାତ୍ରୀଙ୍କ ସହ ବ୍ରେକଅପ ହୋଇ ସାରିଥିବା ଜଣେ ଯୁବକ ତାଙ୍କ ଅଶ୍ଳିଳ ଫଟୋ ଛାଡ଼ି ବାରମ୍ବାର ବ୍ଲାକମେଲ କରୁଥିଲା ବୋଲି ଅଭିଯୋଗ ହୋଇଛି ।
ଘରେ ଜଳିଗଲେ ଯୁବତୀ : ଏଏସଆଇଙ୍କୁ ବଦଳି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











