The Ultimate Managed Hosting Platform
ADVERTISEMENT

ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

Facebook
Twitter
LinkedIn

କରଞ୍ଜିଆ ରେଞ୍ଜ ଅନ୍ତର୍ଗତ ବାଟେ ସାହିରେ ମାତିଛି ଗୋଠଛଡା ଦନ୍ତା । ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା । ଘଟଣାସ୍ଥଳରେବୃଦ୍ଧଙ୍କ ମୃତ୍ୟୁ ହୋଇଥିବାବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ସ୍ତ୍ରୀ ।ସୂଚନା ଅନୁସାରେ ବିଳମ୍ବିତ ରାତିରେ ଘର ଭିତରେ ଶୋଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ ବୃଦ୍ଧ ।

ଅଳ୍ପକେ ବର୍ତ୍ତିଯାଇଛନ୍ତି ବୃଦ୍ଧଙ୍କ ସ୍ତ୍ରୀ । ଘଟଣା ସ୍ଥଳରେ ବନ ବିଭାଗର ତଦନ୍ତ ଆରମ୍ଭ ହୋଇଛି । ମୃତ ବୃଦ୍ଧ ଜଣକ ହେଉଛନ୍ତି ରୁଟିଆ ହେମ୍ୱ୍ରମ୍ । ତେବେ ଅନେକ ସମୟରେ ଦନ୍ତା ହାତୀ ଘରେ ପଶି ବ୍ୟାପକ କ୍ଷୟକ୍ଷତି କରିଥିବାର ସୂଚନା ମିଳିଛି । ଏନେଇ ବନ ବିଭାଗ ତଦନ୍ତ ଆରମ୍ଭ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login