The Ultimate Managed Hosting Platform
ADVERTISEMENT

ଘରେ ସମସ୍ତେ ଶୋଇଥିବା ବେଳେ ଜଳିଗଲା ୪ ବାଇକ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ଗୋଠପାଟଣାରେ ଅଭାବନୀୟ ଘଟଣା । ଘରେ ସମସ୍ତେ ଶୋଇଥିବା ବେଳେ ଜଳିଗଲା ୪ ଟି ବାଇକ ନିଆଁ ଲାଗିବା କାରଣରୁ ବାଇକ ଜଳି ପାଉଁଶ ହୋଇଯାଇଛି । କିଏ ଏବଂ କେଉଁ କାରଣରୁ ନିଆଁ ଲାଗିଲା ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ଘଟଣା ସ୍ଥଳରେ ଚନ୍ଦକା ଥାନା ପୋଲିସ ପହଂଚି ଛାନବିନ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

ADVERTISEMENT
ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

Login