The Ultimate Managed Hosting Platform
ADVERTISEMENT

ଘାଟିରେ ଓଲଟିଲା ମିନିବସ, ୧୦ ଗୁରୁତର

Facebook
Twitter
LinkedIn

ମୋହନା : ଘାଟିରେ ଓଲଟିଲା ମିନି ବସ୍। ଦୁର୍ଘଟଣାରେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସଟି ମୋହନା ଲଦିଗୁଡା ଗାଁରୁ ଅଡବା ଆସୁଥିବା ବେଳେ କୁଡୁକିମାଗାଁ ନିକଟ ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଯାତ୍ରୀଙ୍କୁ ଉଦ୍ଧାର କରିଥିଲା। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ବିରିକୋଟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି କ୍ଷ ତେଵେ କିପରି ଦୁର୍ଘଟଣା ଘଟିଲା ତାର ପ୍ରକୃତ କାରଣ ଜଣାପଡିନି। ପୋଲିସ ଘଟଣାର ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login