The Ultimate Managed Hosting Platform
ADVERTISEMENT

ଘାଟିରେ ବସ ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଜୟପୁର : ଜୟପୁର ବୈପାରୀଗୁଡ଼ା ଘାଟିରେ ବସ୍ ଓଲଟି ୪ ଜଣଙ୍କ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁର୍ଘଟଣାରେ ମୃତାହତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି । ଏଥିସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ଆହତଙ୍କ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login