ଚଣ୍ଡିଖୋଲ : ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ , ମୁଖ୍ୟମନ୍ତ୍ରୀ ବି ଉପସ୍ଥିତ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ବିଶ୍ୱେଶ୍ୱର ଟୁଡୁ ବି ଉପସ୍ଥିତ । ଚଣ୍ଡିଖୋଲ ସଭାରେ ଯୋଗଦେଇ ୧୯ ହଜାର ୬ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ପ୍ରଧାନମନ୍ତ୍ରୀ ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଚଣ୍ଡିଖୋଲରେ ଉପସ୍ଥିତ ବିଶାଳ ଜନସଭାକୁ ସମ୍ବୋସ୍ତ କରୁଛନ୍ତି ପ୍ରଧାନମନ୍ତ୍ରୀ । ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ। ୨୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ବିରଜାଙ୍କ ଆଶୀର୍ବାଦରେ ଆଜି ଓଡ଼ିଶାରେ ବିକାଶର ନୂଆ ଧାରା ପ୍ରବାହିତ ହେବାକୁ ଯାଉଛି। ଆଜି ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ । ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ଅତୁଳନୀୟ । ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ଆଜି ଦେଶରେ ଏମିତି ସରକାର ଅଛି ଯିଏ ବର୍ତ୍ତମାନ ପାଇଁ ଚିନ୍ତା କରୁଛି ଏବଂ ବିକଶିତ ଭାରତର ସଂକଳ୍ପର ନେଇ ଭବିଷ୍ୟତ ପାଇଁ ବି କାମ କରୁଛି। ପୂର୍ବ ଭାରତର ବିଭିନ୍ନ ରାଜ୍ୟକୁ ଅଧିକରୁ ଅଧିକ ଫୋକସ କରାଯାଉଛି।
ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ, ଜୟ ଜଗନ୍ନାଥ କହି ଆରମ୍ଭ କଲେ ଭାଷଣ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







